Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସରେ ଯୋଗ ଦେଲେ ଉଦିତ ରାଜ
ଆଜିର ଖବର

କଂଗ୍ରେସରେ ଯୋଗ ଦେଲେ ଉଦିତ ରାଜ

April 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପିରୁ ଟିକେଟ୍‍ ନମିଳିବା ପରେ ସାଂସଦ ଉଦିତ ରାଜ ଅସନ୍ତୋଷ ପ୍ରକାଶ କରି ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତାଙ୍କୁ ପାର୍ଟିକୁ ସ୍ୱାଗତ କରିଛନ୍ତି। ବିଜେପି ଉଦିତଙ୍କ ଟିକେଟ୍‍ କାଟି ତାଙ୍କ ସ୍ଥାନରେ ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କୁ ଉତ୍ତର-ପଶ୍ଚିମ ଦିଲ୍ଲୀ ଆସନରୁ ପ୍ରାର୍ଥୀ କରିଛି। ୨୦୧୪ରେ ବିଜେପି ଟିକେଟରୁ ଉତ୍ତର-ପଶ୍ଚିମ ଦିଲ୍ଲୀ ଆସନରେ ବିଜୟ ହାସଲ କରିଥିବା ସାଂସଦ ଉଦିତ ରାଜଙ୍କୁ ଏଥର ପୁଣି ଲଢିବାକୁ ବିଜେପି ସୁଯୋଗ ଦେଇନାହିଁ। ମଙ୍ଗଳବାର ବିଜେପିର ପ୍ରାର୍ଥୀ ତାଲିକା ଆସିବା ପରେ ସେଥିରେ ତାଙ୍କ ନାଁ ନଥିବାରୁ ଉଦିତ ବିରୋଧୀ ମନୋଭାବ ପୋଷଣ କରିଥିଲେ। ଏପରିକି ନିଜ ଟ୍ୱିଟର୍‍ ହ୍ୟାଣ୍ଡେଲରୁ ସେ ତାଙ୍କ ନାଁ ପୂର୍ବରୁ ଚୌକିଦାର ଶବ୍ଦ ମଧ୍ୟ ହଟାଇ ଦେଇଥିଲେ। ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ଉତ୍ତର-ପଶ୍ଚିମ ଦିଲ୍ଲୀ ଆସନ ପାଇଁ ରାଜେଶ ଲିଲୋଥିୟାଙ୍କୁ ପ୍ରାର୍ଥୀ କରି ସାରିଛି। ଏଥିରୁ ସ୍ପଷ୍ଟ ଜଣାପଡୁଛି ଯେ କଂଗ୍ରେସ ଉଦିତଙ୍କୁ ଅନ୍ୟ କୌଣସି ରାଜ୍ୟରୁ ନିର୍ବାଚନ ଲଢିବା ପାଇଁ ଟି​‌କେଟ୍ ଦେଇପାରେ।

Congress joins thesamikhsya uditraj
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.