Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୮୮୬ ତଳେ ରହିଛି କରୋନା ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ୮୮୬ ତଳେ ରହିଛି କରୋନା ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୫୨ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୮୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୧୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୭୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ବାଲେଶ୍ଵର ଜିଲ୍ଲାରୁ- ୩୬

ବରଗଡ ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୧୧

ବଲାଙ୍ଗୀରି ଜିଲ୍ଲାରୁ- ୧୩

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ– ୪୦

ଦେବଗଡ ଜିଲ୍ଲାରୁ- ୧୫

ଢେଙ୍କାନାଳ ଜିଲ୍ଲାରୁ- ୧୦

ଗଜପତି ଜିଲ୍ଲାରୁ- ୨୩

ଗଞ୍ଜାମ ଜିଲ୍ଲାରୁ- ୧୬

ଜଗତସିଂହପୁର ଜିଲ୍ଲାରୁ- ୧୪

ଯାଜପୁର ଜିଲ୍ଲାରୁ- ୩୨

ଝାରସୁଗୁଡା ଜିଲ୍ଲାରୁ- ୨୦

କଳାହାଣ୍ଡି ଜିଲ୍ଲାରୁ- ୧୨

କନ୍ଧମାଳ ଜିଲ୍ଲାରୁ- ୨୫

କେନ୍ଦ୍ରାପଡା ଜିଲ୍ଲାରୁ- ୧୮

କେନ୍ଦୁଝର ଜିଲ୍ଲାରୁ- ୧୦

ଖୋର୍ଦ୍ଧା ଜିଲ୍ଲାରୁ- ୮୬

କୋରାପୁଟ ଜିଲ୍ଲାରୁ- ୬୬

ମାଲକାନଗିରି ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୨୩

ନବରଙ୍ଗପୁର ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୨୦

ନୂଆପଡା ଜିଲ୍ଲାରୁ- ୧୯

ପୁରୀ ଜିଲ୍ଲାରୁ- ୮

ରାୟଗଡା ଜିଲ୍ଲାରୁ- ୨୨

ସମ୍ବଲପୁର ଜିଲ୍ଲାରୁ- ୧୭୯

ସୋନପୁର ଜିଲ୍ଲାରୁ- ୨୫

ସୁନ୍ଦରଗଡ ଜିଲ୍ଲାରୁ- ୭୯

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୭୮୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୩ ହଜାର ୧୦୬ ଏବଂ ବର୍ତ୍ତମାନ ୮ ହଜାର ୬୬୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.