Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମମିତା ହତ୍ୟାକାଣ୍ଡ ପ୍ରସଙ୍ଗରେ ଋାଷ୍ଟ୍ରୀୟ ମହିଳା କମିଶନରଙ୍କୁ ଭେଟିଲା ରାଜ୍ୟ ବିଜେପି
ଆଜିର ଖବର

ମମିତା ହତ୍ୟାକାଣ୍ଡ ପ୍ରସଙ୍ଗରେ ଋାଷ୍ଟ୍ରୀୟ ମହିଳା କମିଶନରଙ୍କୁ ଭେଟିଲା ରାଜ୍ୟ ବିଜେପି

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ଋାଷ୍ଟ୍ରୀୟ ମହିଳା କମିଶନରଙ୍କୁ ବିଜେପିର ସ୍ମାରକ ପତ୍ର ପ୍ରଦାନ

ଭୁବନେଶ୍ୱର : ଓଡିଶା ଗସ୍ତରେ ଥିବା ରାଷ୍ଟ୍ରୀୟ ମହିଳା କମିଶନର ରେଖା ଶର୍ମାଙ୍କୁ ଓଡିଶା ବିଜେପିର ଏକ ପ୍ରତିନିଧି ମଣ୍ଡଳ ସାକ୍ଷାତ କରିଛନ୍ତି। ଡ.ଲେଖାଶ୍ରୀଙ୍କ ନେତୃତ୍ୱରେ ବିଜେପିର ଏହି ପ୍ରତିନିଧି ଦଳ ଏକ ସ୍ମାରକ ପତ୍ର ପ୍ରଦାନ କରିବା ସହିତ ମମିତା ହତ୍ୟାକାଣ୍ଡ ଏବଂ ଘଟଣା ପରବର୍ତୀ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଥିଲେ ।

ମମିତା ମେହେର ହତ୍ୟାକାଣ୍ଡକୁ ରାଷ୍ଟ୍ରୀୟ ମହିଳା କମିଶନ ବହୁ ଗମ୍ଭୀରତାର ସହ ବିଚାର କରିଛନ୍ତି ବୋଲି ବିଜେପି କହିଛି। ଆଜିର ଗସ୍ତ ଅବସରରେ କମିଶନ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକଙ୍କ ଆଲୋଚନା କରିଛନ୍ତି । ମମିତାକୁ ନ୍ୟାୟ ପ୍ରଦାନ ପାଇଁ କମିଶନ ସମସ୍ତ ପ୍ରକାରର ଉଦ୍ୟମ ଜାରୀ ରଖିଛି ବୋଲି ଶ୍ରୀ ଶର୍ମା ବିଜେପି ପ୍ରତିନିଧି ଦଳକୁ ପ୍ରତିଶୃତି ଦେଇଛନ୍ତି ବୋଲି ଡ.ଲେଖାଶ୍ରୀ କହିଛନ୍ତି ।

ମମିତା ହତ୍ୟାକାଣ୍ଡ ଘଟଣାର ପୂର୍ଣ୍ଣାଙ୍ଗ ତଦନ୍ତ ନିହାତି ଆବଶ୍ୟକ ରହିଛି । ତେଣୁ ମୁଖ୍ୟ ଷଡଯନ୍ତ୍ରକାରୀ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଂକର ମିଶ୍ରଙ୍କୁ ତୁରନ୍ତ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରାଯାଇ ସିବିଆଇ ଦ୍ୱାରା ନିରପେକ୍ଷ ତଦନ୍ତ କରାଯିବାକୁ କମିଶନଙ୍କ ନିକଟରେ ଦାବୀ କରାଯାଇଛି ବୋଲି ଡ.ଲେଖାଶ୍ରୀ କହିଛନ୍ତି ।

ଏହି ପ୍ରତିନିଧି ଦଳରେ ରାଜ୍ୟ ଉପସଭାନେତ୍ରୀ ଅନୀତା ଶୁଭଦର୍ଶିନୀ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ସୁଜିତ୍ କୁମାର ଦାସ୍ ଏବଂ ପଦ୍ମଜା ଦେବତା ପ୍ରମୁଖ ଉପସ୍ଥିତ ଥିଲେ ।

ମମିତା ମେହେର ମମିତା ହତ୍ୟାକାଣ୍ଡ ରେଖା ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026

ଡିଜିଟାଲ୍ ସଂଯୋଗୀକରଣ ଏବଂ ଗ୍ରାହକ ସେବା ପ୍ରତି ବିଏସଏନଏଲ ଓଡ଼ିଶା ରହିଛି ସଂକଳ୍ପବଦ୍ଧ

October 2, 2026
Latest News

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

ହୱାଲା ଜରିଆରେ ଆସିଥିଲା ୯ କୋଟି: ୟାସିନ୍ ମଲିକଙ୍କ ସମେତ ୭ ଜଣଙ୍କ ବିରୋଧରେ ଚାର୍ଜଫ୍ରେମ୍ ନିର୍ଦ୍ଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.