Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୯ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, କାର୍ଯ୍ୟକ୍ରମ ହେଲା ଚୁଡାନ୍ତ
ଆଜିର ଖବର

ଆସନ୍ତା ୧୯ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, କାର୍ଯ୍ୟକ୍ରମ ହେଲା ଚୁଡାନ୍ତ

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ୧୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଶ୍ରୀକ୍ଷେତ୍ର ପୁରୀସ୍ଥିତ ଗୌଡ଼ୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍‌ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବା ଲାଗି ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଆସନ୍ତା ୧୯ ତାରିଖ ଅପରାହ୍ନରେ ପୁରୀରେ ପହଞ୍ଚିବେ । ୨୦ ତାରିଖ ପୂର୍ବାହ୍ନରେ ରାଷ୍ଟ୍ରପତି ପୁରୀସ୍ଥିତ ଶ୍ରୀ ଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କରିବେ ।

ଏହା ପରେ ଶରଧା ବାଲି ପଡ଼ିଆ ଠାରେ ଭକ୍ତି ସିଦ୍ଧାନ୍ତ ଗୋସ୍ୱାମୀଙ୍କର ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଏହି ସମାରୋହରେ ରାଜ୍ୟପାଳ ସ୍ମରଣିକା ଉନ୍ମୋଚନ କରିବେ।

ଏଥିସହିତ ଶ୍ରୀଲ ପ୍ରଭୁପାଦଙ୍କର ଏକ ଆତ୍ମଜୀବନୀକୁ ରାଜ୍ୟପାଳ ଉନ୍ମୋଚନ କରିବା ସହିତ ଏହାର ପ୍ରଥମ କପି ରାଷ୍ଟ୍ରପତିଙ୍କୁ ହସ୍ତାନ୍ତର କରିବେ । ଏହି ଦୁଇଦିନିଆ ଗସ୍ତ ଅବସରରେ ରାଷ୍ଟ୍ରପତି ୧୯ ତାରିଖ ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ରାଷ୍ଟ୍ରପତି ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.