Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୧୮୬ଟି ଜିଲ୍ଲା ପରିଷଦ ପାଇଁ ୭୪୭ ଜଣ ପ୍ରାର୍ଥୀ
ଆଜିର ଖବର

ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୧୮୬ଟି ଜିଲ୍ଲା ପରିଷଦ ପାଇଁ ୭୪୭ ଜଣ ପ୍ରାର୍ଥୀ

February 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୧୮୬ଟି ଜିଲ୍ଲା ପରିଷଦ ପାଇଁ ୭୪୭ ଜଣ ପ୍ରାର୍ଥୀ

ଭୁବନେଶ୍ବର: ଚାଲିଛି ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶାନ୍ତି ଶୃଙ୍ଖଳା ପାଇଁ ୨୨୫ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି। ଏଥିରେ ମୋଟ ୩୭୨୪୫ ପୋଲିସ ଅଧିକାରୀ ସାମିଲ ହୋଇଛନ୍ତି।

ଆଜି ୩୦ଟି ଜିଲ୍ଲାର ୬୮ଟି ବ୍ଲକରେ ଏହି ନିର୍ବାଚନ ହେଉଛି। ଏଥିରେ ୧୮୬ଟି ଜିଲ୍ଲା ପରିଷଦ ନିର୍ବାଚନ ହେଉଛି। ଏଥିରେ ୭୪୭ ଜଣ ପ୍ରାର୍ଥୀ ଲଢେଇରେ ସାମିଲ ହୋଇଛନ୍ତି।ଏଥିସହିତ ଆଜି ୧ ହଜାର ୫୧୪ଟି ପଞ୍ଚାୟତରେ ନିର୍ବାଚନ ହେବ। ଏଥିପାଇଁ ୨୦ ହଜାର ୪୩୬ଟି ବୁଥର ବନ୍ଦୋବସ୍ତ କରାଯାଇଛି।  ଏହି ଗଣତନ୍ତ୍ର ପର୍ବର ଦ୍ବିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ୯୩୮ ଜଣ ଭୋଟର ସେମାନଙ୍କ ମତାଧିକାର ସାବସ୍ୟ କରିବେ।

Odisha Panchayat Election Panchayat Election ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Latest News

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.