Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୬୦୦ ତଳେ ରହିଛି କରୋନା ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ୬୦୦ ତଳେ ରହିଛି କରୋନା ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୭୧ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୫୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୪୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୨୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୧

ବାଲେଶ୍ଵର ଜିଲ୍ଲାରୁ- ୧୫

ବରଗଡ ଜିଲ୍ଲାରୁ- ୮

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୧୫

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨୪

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୨୬

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୧୩

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରାପଡା ଜିଲ୍ଲାରୁ- ୫

କେନ୍ଦୁଝର ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୯୩

କୋରାପୁଟ ଜିଲ୍ଲାରୁ- ୧୭

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୪

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୨୧

ନୂଆପଡା ଜିଲ୍ଲାରୁ- ୧୦

ପୁରୀ ଜିଲ୍ଲାରୁ- ୮

ରାୟଗଡା ଜିଲ୍ଲାରୁ- ୩୨

ସମ୍ବଲପୁର ଜିଲ୍ଲାରୁ- ୧୭

ସୋନପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ ଜିଲ୍ଲାରୁ- ୧୨୧

ଷ୍ଟେଟ ପୁଲରୁ- ୧୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ଏବଂ ବର୍ତ୍ତମାନ ୭ ହଜାର ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସୁସ୍ଥ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.