ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୩୪ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୩
ବାଲେଶ୍ଵର ଜିଲ୍ଲାରୁ- ୯
ବରଗଡ ଜିଲ୍ଲାରୁ- ୧
ଭଦ୍ରକ ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୨
ବୌଦ୍ଧ ଜିଲ୍ଲାରୁ- ୩
କଟକ ଜିଲ୍ଲାରୁ- ୩୨
ଦେବଗଡ ଜିଲ୍ଲାରୁ- ୫
ଢେଙ୍କାନାଳ ଜିଲ୍ଲାରୁ- ୫
ଗଜପତି ଜିଲ୍ଲାରୁ- ୨୬
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୪
ଯାଜପୁର ଜିଲ୍ଲାରୁ- ୩୬
ଝାରସୁଗୁଡା ଜିଲ୍ଲାରୁ- ୧୧
କଳାହାଣ୍ଡି ଜିଲ୍ଲାରୁ- ୩
କନ୍ଧମାଳ ଜିଲ୍ଲାରୁ- ୯
କେନ୍ଦ୍ରାପଡା ଜିଲ୍ଲାରୁ- ୧୨
କେନ୍ଦୁଝର ଜିଲ୍ଲାରୁ- ୩
ଖୋର୍ଦ୍ଧା ଜିଲ୍ଲାରୁ- ୪୫
କୋରାପୁଟ ଜିଲ୍ଲାରୁ- ୨୪
ମାଲକାନଗିରି ଜିଲ୍ଲାରୁ- ୩
ମୟୂରଭଞ୍ଜ ଜିଲ୍ଲାରୁ- ୧୮
ନବରଙ୍ଗପୁର ଜିଲ୍ଲାରୁ- ୨
ନୟାଗଡ ଜିଲ୍ଲାରୁ- ୧୫
ନୂଆପଡା ଜିଲ୍ଲାରୁ- ୭
ପୁରୀ ଜିଲ୍ଲାରୁ- ୮
ରାୟଗଡା ଜିଲ୍ଲାରୁ- ୪୫
ସମ୍ବଲପୁର ଜିଲ୍ଲାରୁ- ୩୮
ସୋନପୁର ଜିଲ୍ଲାରୁ- ୫
ସୁନ୍ଦରଗଡ ଜିଲ୍ଲାରୁ- ୯୬
ଷ୍ଟେଟ ପୁଲରୁ- ୧୦
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୪୮୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୭ ହଜାର ୧୦୯ ଏବଂ ବର୍ତ୍ତମାନ ୬ ହଜାର ୩୦୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।