Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ଆଉ ୧୭ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୯ ହଜାର ୧୧ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ଆଉ ୧୭ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୯ ହଜାର ୧୧ କୁ ବୃଦ୍ଧି

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୭ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ହଜାର ୧୧ ଜଣଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ଵର ଜିଲ୍ଲାରୁ ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୪୮୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୭ ହଜାର ୧୦୯ ଏବଂ ବର୍ତ୍ତମାନ ୬ ହଜାର ୩୦୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଆକ୍ରାନ୍ତଙ୍କ ପ୍ରାଣହାନୀ ଓଡିଶା କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.