Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୦୦ ଫୁଟ ତଳକୁ ଖସିଲା କାର: ଟାଙ୍ଗୀ ଅଞ୍ଚଳର ୫ ଗୁରୁତର
ଆଜିର ଖବର

୫୦୦ ଫୁଟ ତଳକୁ ଖସିଲା କାର: ଟାଙ୍ଗୀ ଅଞ୍ଚଳର ୫ ଗୁରୁତର

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ/ରଣପୁର: ନୟାଗଡ ଜିଲ୍ଲା ରଣପୁରରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ମଣିନାଗ ପାହାଡରୁ ଗୋଟିଏ କାର୍ ଖସିପଡିଛି। ପ୍ରାୟ ୫୦୦ ଫୁଟ ତଳକୁ କାର୍ ଟି ଖସିପଡିଛି। ଫଳରେ ଗୋଟିଏ ପରିବାରର ୫ ଗୁରୁତର ହୋଇପଡିଛନ୍ତି।

ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ର ଏକ ପରିବାର ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିଜ କାର୍ ଯୋଗେ ଯାଇଥିଲେ। ପରିବାରର ସମସ୍ତ ସଦସ୍ୟ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ମଣିନାଗ ଦର୍ଶନ କରି ଫେରୁଥିଲେ। ମା’ ମଣିନାଗ ପାହାଡରୁ ପାହାଡ ପାଦ ତଳ ପର୍ଯ୍ୟନ୍ତ ପ୍ରାୟ ୫ କିଲୋ ମିଟର ଲମ୍ବର ବୁଲାଣୀ ରାସ୍ତା। ରାସ୍ତାଟି ବୁଲାଣି ହୋଇଥିବାରୁ କାର୍ ଚଳାଇବା ବେଳେ ଚାଳକମାନଙ୍କୁ ସତର୍କତାର ସହ ଚାଳନା କରିବା ପାଇଁ ପଡିଥାଏ।

କିନ୍ତୁ ଦୁର୍ଭାଗ୍ୟବଶତଃ କାରଟି ଭାରସାମ୍ୟ ହରାଇ ମା’ ମଣିନାଗ ପୀଠରୁ ୫୦୦ ଫୁଟ ତଳକୁ ଖସିପଡିଥିଲା। ଫଳରେ ୫ ଯାତ୍ରୀ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ରଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଂକଟାପନ୍ନ ହେବାରୁ ସେମାନଙ୍କୁ ଭୁବନେଶ୍ଵର ସ୍ଥାନାନ୍ତରିତ କରାଯାଇଛି।

ଭୟଙ୍କର ଦୁର୍ଘଟଣା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 21, 2026

ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

August 21, 2026

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026
Latest News

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

August 21, 2026

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.