Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର, ସୁରକ୍ଷା କର୍ମିଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ,ବହୁ ଅସ୍ତ୍ରଶସ୍ତ୍ର ଜବତ
ଆଜିର ଖବର

ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର, ସୁରକ୍ଷା କର୍ମିଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ,ବହୁ ଅସ୍ତ୍ରଶସ୍ତ୍ର ଜବତ

April 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Two militants killed in encounter with security forces in Anantnag
Two militants killed in encounter with security forces in Anantnag

ଆଜି ଭୋରରୁ ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ପୋଲିସର ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବାର ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ସେଠାରେ ଫୋର୍ସ ମୁତୟନ ଅଛନ୍ତି। ସେହି ଅଞ୍ଚଳକୁ ପୁରା ସିଲ କରିଦିଆଯିବା ସହିତ ଇଣ୍ଟରନେଟ ସେବାକୁ ମଧ୍ୟ ବନ୍ଦ କରିଦିଆଯାଇଛି। ଖବରରୁ ଜଣାପଡିଛି ଯେ, ଜାମ୍ମୁର ଅନନ୍ତନାଗ ଜିଲ୍ଲାର ଏକ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଏକ ସୂଚନା ପୋଲିସକୁ ମିଳିଥିଲା। ସେହି ଅନୁସାରେ ଗତକାଲି ରାତିରୁ ସେହି ଅଞ୍ଚଳକୁ ଆର୍ମିର କଡା ନଜରରେ ରଖାଯାଇଥିଲା। ଖବର ଠିକ୍ ଜଣାପଡିବା ପରେ ଆଜି ଭୋରରୁ ଆର୍ମି ତରଫରୁ ମିଳିତ ଅପରେସନ କରାଯାଇଥିଲା। ଏକଥା ଜାଣିବା ପରେ ଆତଙ୍କବାଦୀମାନେ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ। ପରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବାର ଜଣାପଡିଛି। ଏହାପରେ ସେହି ସ୍ଥାନରୁ ବିପୁଳ ପରିମାଣର ବିସ୍ପୋଟକ ପଦାର୍ଥ ମିଳିଛି ବୋଲି ଜଣାପଡିଛି।

anantnag killed terrorist thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026
Latest News

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.