Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ ନିର୍ବାଚନ: ଭୋଟ ଗଣତି ପାଇଁ ଜାରି ହେଲା ମାର୍ଗଦର୍ଶିକା
ଆଜିର ଖବର

ପଞ୍ଚାୟତ ନିର୍ବାଚନ: ଭୋଟ ଗଣତି ପାଇଁ ଜାରି ହେଲା ମାର୍ଗଦର୍ଶିକା

February 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଗତକାଲି ଶେଷ ହୋଇଯାଇଛି। ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ପାଇଁ ମତଦାନ ହେବାକୁ ଥିବା ବେଳେ ୨୪ ତାରିଖରେ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ହେବ। ତେବେ ଆସନ୍ତା ୨୬ ତାରିଖରୁ ଭୋଟ ଗଣତି ଆରମ୍ଭ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ନିର୍ବାଚନ ଆୟୋଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।

ଭୋଟ ଗଣତି କେନ୍ଦ୍ରରେ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ଥର୍ମାଲ ସ୍କାନିଂ କରାଯିବ। ଦୁଇଟି ଡୋଜ୍ ଟିକା ନେଇଥିବା ବ୍ୟକ୍ତି ହିଁ ଭୋଟ ଗଣତି କେନ୍ଦ୍ରକୁ ଯାଇପାରିବେ। ତଥାପି ଗଣତିର ୪୮ ଘଣ୍ଟା ପୂର୍ବରୁ ଆରଟିପିସିଆର ରିପୋର୍ଟ ଜରୁରୀ।

ଆସନ୍ତା ୨୪ ତାରିଖରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ୨୬, ୨୭ ଓ ୨୮ ତାରିଖରେ ଭୋଟ ଗଣତି ହେବ।

ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ମାର୍ଗଦର୍ଶିକା
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.