Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କାର କଲୋମ୍ବ ନିକଟରେ ମାଜିଷ୍ଟ୍ରେଟ୍‌ କୋର୍ଟଙ୍କ ପଛରେ ପୁଣି ଏକ ବିସ୍ଫୋରଣ
ଆଜିର ଖବର

ଶ୍ରୀଲଙ୍କାର କଲୋମ୍ବ ନିକଟରେ ମାଜିଷ୍ଟ୍ରେଟ୍‌ କୋର୍ଟଙ୍କ ପଛରେ ପୁଣି ଏକ ବିସ୍ଫୋରଣ

April 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
another bomb blast in srilanka
another bomb blast in srilanka

ଗତ ରବିବାର ଦିନ ଶ୍ରୀଲଙ୍କାରେ ଭୟଙ୍କର ବିସ୍ଫୋରଣ ଘଟି ୩୫୯ ଲୋକଙ୍କ ପ୍ରାଣହାନି ଘଟିଥିବା ବେଳେ ଆଜି ପୁନର୍ବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଗୁରୁବାର ଘଟିଥିବା ଏହି ବିସ୍ଫୋରଣରେ କୌଣସି ପ୍ରାଣହାନି ଘଟିନଥିବା ବେଳେ କେହି ଆହତ ମଧ୍ୟ ହୋଇନାହାନ୍ତି। ପୋଲିସ୍‌ ମୁଖପାତ୍ର ରୁଆନ୍‌ ଗୁଣ ଶେଖରା କହିଛନ୍ତି, କଲମ୍ବୋରୁ ୪୦ କିମି ଦୂର ପୁଗୋଡା ମାଜିଷ୍ଟ୍ରେଟ୍‌ କୋର୍ଟଙ୍କ ପଛରେ ଏହି ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣଟି କୋର୍ଟ ପଛରେ ଘଟିଥିବା ବେଳେ ଏହାର ତଦନ୍ତ ଚାଲିଥିବା ପ୍ରକାଶ କରିଛନ୍ତି ରୁଆନ ଗୁଣଶେଖର। ରବିବାରର ବିସ୍ଫୋରଣ ଠାରୁ ଏହା ସମ୍ପୂର୍ଣ୍ଣ ଅଲଗା ଥିଲା ବୋଲି ପୋଲିସ ସୂତ୍ରରୁ ପ୍ରକାଶ। ସୂଚନାଯୋଗ୍ୟ ଯେ ରବିବାର ହୋଇଥିବା ଭୟଙ୍କର ବିସ୍ଫୋରଣରେ ୩୫୯ ପ୍ରାଣହାନି ଘଟିଥିବା ବେଳେ ୬୦୦ରୁ ଅଧିକ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ୍‌ ଅନ୍ୟୁନ ୫୮ ଜଣଙ୍କୁ ଗିରଫ କରି ସାରିଛି।

bombblast srilanka thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026
Latest News

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.