Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ
ଆଜିର ଖବର

ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ

February 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର ୨୭ ଟି ଜିଲ୍ଲାରେ ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ଆଜି ୧୬୩ ଟି ଜିଲ୍ଲା ପରିଷଦ ପଦବୀ ପାଇଁ ନିର୍ବାଚନ ହେଉଛି। ଏଥିସହିତ ୧ ହଜାର ୨୫୪ ଟି ପଞ୍ଚାୟତରେ ଏହି ନିର୍ବାଚନ ଚାଲିଛି। ଏଥିପାଇଁ ୧୭ ହଜାର ୮୯ ଟି ବୁଥର କରାଯାଇଛି। ଏଥିମଧ୍ୟରୁ ୨୫୬୩ ବୁଥ୍‌ ସମ୍ବେଦନଶୀଳ ଚିହ୍ନଟ ହୋଇଛି ।

ଓଡିଶା ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ପାହାଡ଼ ଧସି ସୀତାପାଲୀ ଘାଟି ରାସ୍ତା ଅବରୋଧ, ଯାତାୟାତ ସମ୍ପୂର୍ଣ୍ଣ ଠପ୍

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ରଣପୁରରେ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

July 2, 2026
Latest News

ପାହାଡ଼ ଧସି ସୀତାପାଲୀ ଘାଟି ରାସ୍ତା ଅବରୋଧ, ଯାତାୟାତ ସମ୍ପୂର୍ଣ୍ଣ ଠପ୍

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.