Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ
ଆଜିର ଖବର

ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ, ସକାଳ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ

February 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ସକାଳ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର ୨୭ ଟି ଜିଲ୍ଲାରେ ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ସୂଚନା ଅନୁସାରେ ସକାଳ ୧୧ଟା ସୁଦ୍ଧା ୩୬ ପ୍ରତିଶତ ମତଦାନ ହୋଇଛି।

ଆଜି ୧୬୩ ଟି ଜିଲ୍ଲା ପରିଷଦ ପଦବୀ ପାଇଁ ଏହି ନିର୍ବାଚନ ହେଉଛି। ଏଥିସହିତ ୧ ହଜାର ୨୫୪ ଟି ପଞ୍ଚାୟତରେ ଭୋଟିଂ ଚାଲିଛି। ଏଥିପାଇଁ ୧୭ ହଜାର ୮୯ ଟି ବୁଥ କରାଯାଇଛି।

ଓଡିଶା ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ନିର୍ବାଚନ ପଞ୍ଚାୟତ ଭୋଟ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Latest News

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.