Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ବହୁମତରେ ସରକାର ଗଠନ କରିବ : ଅମର ସିଂ
ଆଜିର ଖବର

ବିଜେପି ବହୁମତରେ ସରକାର ଗଠନ କରିବ : ଅମର ସିଂ

April 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bjp will win and majority in ls poll
bjp will win and majority in ls poll

ଭାରତୀୟ ଜନତା ପାର୍ଟି (ବିଜେପି) ଏକକ ସଂଖ୍ୟା ଗରିଷ୍ଠତା ସହିତ ସରକାର ଗଠନ କରିବ ବୋଲି ପୂର୍ବାନୁମାନ ଲଗାଇଛନ୍ତି ପୂର୍ବତନ ସମାଜବାଦୀ ପାର୍ଟି ନେତା ତଥା ରାଜ୍ୟସଭା ସାଂସଦ ଅମର ସିଂ। ସମାଜବାଦୀ ପାର୍ଟିର ନେତୃତ୍ବ ଶୈଳୀକୁ ସମାଲୋଚନା କରିବା ସହିତ ମୁଲାୟମ ସିଂଙ୍କ ଦୋମୁହାଁ ନୀତିକୁ ମଧ୍ୟ ସମାଲୋଚନା କରିଥିଲେ। ବିଜେପି ବର୍ତ୍ତମାନ କେନ୍ଦ୍ରରେ ଏକାକୀ ସରକାର ଗଠନ କରିବ କାରଣ ଜାତୀୟତା ବାଦ ନିକଟରେ ଜାତିବାଦ ଦୁର୍ବଳ ହୋଇଯାଇଛି। ସାମ୍ବାଦିକ ମାନେ ୨୦୧୪ ଏବଂ ୨୦୧୯ ଲୋକସଭା ନିର୍ବାଚନରେ କଣ ଫରକ ରହିବ ବୋଲି ପ୍ରଶ୍ନ କରିଥିଲେ। ୨୦୧୪ରେ ଦେଶରେ ମୋଦି ଲହର ବିଜେପି ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବେଳେ ବର୍ତ୍ତମାନ ୨୦୧୯ରେ ମୋଦିଙ୍କ ବିକାଶ ମୂଳକ କାର୍ଯ୍ୟ ତାଙ୍କ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ସେହିପରି ସମାଜବାଦୀ ପାର୍ଟି ତାଙ୍କୁ ଧୋକା ଦେଇଛି ବୋଲି ଅଭିଯୋଗ କରିଥିଲେ ଅମର ସିଂ।

BJP lspoll single thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.