Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

February 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୪୨ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୪୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ବାଲେଶ୍ଵର ଜିଲ୍ଲାରୁ- ୧୪

ବରଗଡ ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୭

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨୫

ଗଞ୍ଜାମ ଜିଲ୍ଲାରୁ- ୧୪

ଯାଜପୁର ଜିଲ୍ଲାରୁ- ୧୪

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୬

କୋରାପୁଟ ଜିଲ୍ଲାରୁ- ୧୬

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୯

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୬

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୮

ସୁନ୍ଦରଗଡ ଜିଲ୍ଲାରୁ- ୮୦

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୯୭୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୧ ହଜାର ୧୮ ଏବଂ ବର୍ତ୍ତମାନ ୩ ହଜାର ୮୬୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସକ୍ରିୟ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.