Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଚିହ୍ନଟ ହେଲେ ୧୫ ହଜାରରୁ କମ ଆକ୍ରାନ୍ତ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୩୦୨
ଆଜିର ଖବର

ଦେଶରେ ଚିହ୍ନଟ ହେଲେ ୧୫ ହଜାରରୁ କମ ଆକ୍ରାନ୍ତ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୩୦୨

February 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୫ ହଜାର ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୪ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୭୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୩୦୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୮ ଲକ୍ଷ ୮୨ ହଜାର ୧୩୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୨ ହଜାର ୯୨୪ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୩୦ ହଜାର ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୨ ଲକ୍ଷ ୧୯ ହଜାର ୮୯୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୪୮ ହଜାରକୁ ୩୫୯ ବୃଦ୍ଧି ପାଇଛି।

କରୋନା ସଂକ୍ରମିତ କୋରୋନଜନିତ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Latest News

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.