Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କ ବିପକ୍ଷରେ ଲଢିବେ ଅଜୟ ରାୟ
ଆଜିର ଖବର

ମୋଦିଙ୍କ ବିପକ୍ଷରେ ଲଢିବେ ଅଜୟ ରାୟ

April 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress leader ajay ray contest against modi in varanashi
congress leader ajay ray contest against modi in varanashi

ବାରଣାସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିପକ୍ଷରେ ପ୍ରତିଦ୍ବନ୍ଦିତା କରିବେ ଅଜୟ ରାୟ। ପୂର୍ବରୁ ଏହି ଆସନରୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଲଢିବା ନେଇ ପୂର୍ବାନୁମାନ ଲଗା ଯାଉଥିଲା। ମାତ୍ର ଆଜି କଂଗ୍ରେସ ପକ୍ଷରୁ ବାରଣାସୀ ଏବଂ ଗୋରଖପୁର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ସହ ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡିଛି। ପୂର୍ବରୁ ପ୍ରିୟଙ୍କା ଏହି ଆସନରୁ ଲଢିବା ନେଇ ଇଚ୍ଛା ପ୍ରକାଶ କରିଥିଲେ ମଧ୍ୟ ଶେଷ ନିଷ୍ପତ୍ତି ଦଳ ଗ୍ରହଣ କରିବ ବୋଲି କହିଥିଲେ। କଂଗ୍ରେସ ପକ୍ଷରୁ ଅଜୟ ରାୟଙ୍କୁ ବାରଣାସୀରୁ ପ୍ରାର୍ଥୀ କରାଯାଇଥିବା ବେଳେ ଗୋରଖପୁରରୁ ମଧୁସୂଦନ ତିଓ୍ବାରୀଙ୍କୁ ଦଳ ପ୍ରାର୍ଥୀ କରିଛି। ଚଳିତ ବର୍ଷର ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ମୋଦି ବିଜେପିର ପ୍ରାର୍ଥୀ ହୋଇଥିବା ବେଳେ ଅଜୟ ରାୟ କଂଗ୍ରେସରୁ ଏବଂ ଶାଳିନୀ ଯାଦବ ସମାଜବାଦୀ ପାର୍ଟି ପକ୍ଷରୁ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ଗତବର୍ଷ ମଧ୍ୟ ଅଜୟ ରାୟ ସମାନ ଆସନରୁ କଂଗ୍ରେସ ପ୍ରାର୍ଥୀ ରହିଥିଲେ।

contest Modi thesamikhsya varanashi
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026
Latest News

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.