Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ, କରୋନଜନିତ ମୃତ୍ୟୁ ସଂଖ୍ୟା ୨୫୫
ଆଜିର ଖବର

ଦେଶରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ, କରୋନଜନିତ ମୃତ୍ୟୁ ସଂଖ୍ୟା ୨୫୫

February 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୩ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୧ ହଜାର ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୦୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ମଧ୍ୟ ଆଉ ୨୫୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୧୦ ହଜାର ୮୪୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୩ ହଜାର ୪୮୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୨୩ ହଜାର ୫୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୨ ଲକ୍ଷ ୭୦ ହଜାର ୪୮୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧ ଲକ୍ଷ ୨୧ ହଜାରକୁ ୮୮୧ ବୃଦ୍ଧି ପାଇଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନଜନିତ ମୃତ୍ୟୁ କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026
Latest News

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026

ବେଆଇନ ଏଲପିଜି ମହଜୁଦ ଏବଂ କଳାବଜାର ରୋକିବା ପାଇଁ ଚଢାଉ ଜାରି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.