Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସପି ନେତା ସ୍ଵାମୀ ପ୍ରସାଦ ମୌର୍ଯ୍ୟଙ୍କ ଗାଡି ଉପକୁ ଆକ୍ରମଣ, ବିଜେପି ଉପରେ ଆଣିଲେ ଅଭିଯୋଗ
ଆଜିର ଖବର

ଏସପି ନେତା ସ୍ଵାମୀ ପ୍ରସାଦ ମୌର୍ଯ୍ୟଙ୍କ ଗାଡି ଉପକୁ ଆକ୍ରମଣ, ବିଜେପି ଉପରେ ଆଣିଲେ ଅଭିଯୋଗ

March 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଭାରତୀୟ ଜନତା ପାର୍ଟି ଛାଡି ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ସ୍ୱାମୀ ପ୍ରସାଦ ମୌର୍ଯ୍ୟ ବିଜେପି ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି। ଆଜି ସେ ଏକ ଟ୍ୱିଟରେ ଦାବି କରିଛନ୍ତି ଯେ, ବିଜେପି କର୍ମୀମାନେ ତାଙ୍କୁ ଏବଂ ତାଙ୍କ ଶୋଭାଯାତ୍ରାରେ ଥିବା ଗାଡିଗୁଡ଼ିକୁ ଭଙ୍ଗାରୁଜା କରିଛନ୍ତି। ରୋଡ ସୋ ସମୟରେ ବିଜେପି ଦ୍ୱାରା ଆକ୍ରମଣ ହୋଇଥିବା ସ୍ଵାମୀ ପ୍ରସାଦ ମୌର୍ଯ୍ୟ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନିନ୍ଦା କରିବା ସହ ଠେଙ୍ଗା, ବାଡ଼ି ଏବଂ ହିଂସା ଦ୍ୱାରା ଗଣତନ୍ତ୍ର ଦୁର୍ବଳ ହୋଇପାରିବ ନାହିଁ ବୋଲି ସେ କହିଛନ୍ତି।

ମୌର୍ଯ୍ୟଙ୍କ ଅଭିଯୋଗ ଅନୁଯାୟୀ, “ସୁରକ୍ଷା ଦୃଷ୍ଟିରୁ କୁଶୀନଗରେ ପ୍ରଚାର ବେଳେ ମୁଁ ଅନ୍ୟ ଏକ କାରରେ ବସିଥିଲି। ବିଜେପି କର୍ମୀମାନେ ସେଠାରେ ବାଡ଼ି, ପଥର ଓ ଅସ୍ତ୍ରଶସ୍ତ୍ର ଧରି ବସିଥିଲେ। ସେମାନେ ମୋ କାର ଉପରେ ଆକ୍ରମଣ କରିଥିଲେ। ଏଭଳି ଘଟଣା ବିଜେପିର ସଂରକ୍ଷଣରେ କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି।

ବିଜେପି ଭାରତୀୟ ଜନତା ପାର୍ଟି ସମାଜବାଦୀ ପାର୍ଟି ସ୍ଵାମୀ ପ୍ରସାଦ ମୌର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026
Latest News

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.