Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୧୫୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରେ ୧୫୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

March 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୬୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୭  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୮

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୮

ଗଜପତି ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

ଝାରସୁଗୁଡା ଜିଲ୍ଲାରୁ- ୧୦

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୧୩

ଖୋର୍ଦ୍ଧା ଜିଲ୍ଲାରୁ- ୮

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୭

ନବରଙ୍ଗପୁର ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୧

ସୁନ୍ଦରଗଡ ଜିଲ୍ଲାରୁ- ୬

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୪୮ ଏବଂ ବର୍ତ୍ତମାନ ୨ ହଜାର ୧୬୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କ୍ୱାରେଣ୍ଟାଇନ ଖସିଲା ସଂକ୍ରମଣ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

November 20, 2025

ICC ODI Rankings: ଗୋଟିଏ କ୍ଲିକରେ ଦେଖନ୍ତୁ ସମସ୍ତ ଶ୍ରେଷ୍ଠ ୧୦ ଖେଳାଳିଙ୍କ ନାମ

November 20, 2025

IFFI 2025: ଭବ୍ୟ ଏବଂ ଐତିହାସିକ ପରେଡ ସହିତ ଶୁଭାରମ୍ଭ ହେବ ଆଇଏଫଏଫଆଇ ୨୦୨୫

November 20, 2025

Reliance Consumer Products: ପୋଷା ପ୍ରାଣୀ ଖାଦ୍ୟ ବଜାରରେ ପ୍ରବେଶ କଲା ରିଲାଏନ୍ସ

November 20, 2025
Latest News

Tesla in Gurugram: ଭାରତରେ ପୁଣି ଏକ ସୋ ରୁମ ଖୋଲିବ ଆମେରିକା କାର କଂପାନୀ ଟେସଲା

November 20, 2025

ରେଳ ଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

November 20, 2025

ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେଲେ ନୀତିଶ କୁମାର: ମନ୍ତ୍ରୀ ଭାବେ ଶପଥ ନେଲେ ୨୬ ବିଧାୟକ

November 20, 2025

ICC ODI Rankings: ଗୋଟିଏ କ୍ଲିକରେ ଦେଖନ୍ତୁ ସମସ୍ତ ଶ୍ରେଷ୍ଠ ୧୦ ଖେଳାଳିଙ୍କ ନାମ

November 20, 2025

ଆଉ କିଛି ସମୟ ପରେ ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ନୀତିଶ କୁମାର

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.