ଆଜି ରାଜ୍ୟରେ ୧୫୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 2, 2022, 10:14 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୬୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୭  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୮

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୮

ଗଜପତି ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

ଝାରସୁଗୁଡା ଜିଲ୍ଲାରୁ- ୧୦

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୧୩

ଖୋର୍ଦ୍ଧା ଜିଲ୍ଲାରୁ- ୮

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୭

ନବରଙ୍ଗପୁର ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୧

ସୁନ୍ଦରଗଡ ଜିଲ୍ଲାରୁ- ୬

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୪୮ ଏବଂ ବର୍ତ୍ତମାନ ୨ ହଜାର ୧୬୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts