Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ ୨୪ ଘଣ୍ଟା ମଧ୍ୟରେ ୧,୩୦୦ ରୁ ଅଧିକ ଭାରତୀୟଙ୍କୁ କରାଗଲା ସ୍ଥାନାନ୍ତର: ବୈଦେଶିକ ମନ୍ତ୍ରୀଙ୍କ ସୂଚନା
ଆଜିର ଖବର

ଗତ ୨୪ ଘଣ୍ଟା ମଧ୍ୟରେ ୧,୩୦୦ ରୁ ଅଧିକ ଭାରତୀୟଙ୍କୁ କରାଗଲା ସ୍ଥାନାନ୍ତର: ବୈଦେଶିକ ମନ୍ତ୍ରୀଙ୍କ ସୂଚନା

March 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଋଷର ଆକ୍ରମଣ ପରେ ୟୁକ୍ରେନର ପରିସ୍ଥିତି ଅଧିକ ଭୟଭୀତ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ୟୁକ୍ରେନରେ ଫସି ରହିଥିବା ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସ୍ଥାନାନ୍ତର କରିବା ପାଇଁ ଭାରତ ପକ୍ଷରୁ ସମସ୍ତ ପ୍ରୟାସ କରାଯାଉଛି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଆଜି କହିଛନ୍ତି ଯେ, ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନରୁ ୧,୩୭୭ ଭାରତୀୟ ନାଗରିକଙ୍କୁ ସ୍ଥାନାନ୍ତର କରାଯାଇଛି। ସୋସିଆଲ ମିଡିଆରେ ସୂଚନା ଦେଇ ବୈଦେଶିକ ବ୍ୟାପାର ମନ୍ତ୍ରୀ ଲେଖିଛନ୍ତି ଯେ, ଗତ ୨୪ ଘଣ୍ଟା ମଧ୍ୟରେ ପୋଲାଣ୍ଡରୁ ୬ ଟି ବିମାନ ଭାରତ ଅଭିମୁଖେ ଯାତ୍ରା କରିଛି। ୧୩୭୭ ରୁ ଅଧିକ ଭାରତୀୟ ନାଗରିକଙ୍କୁ ୟୁକ୍ରେନରୁ ଅଣାଯାଇଛି।

ୟୁକ୍ରେନରେ ଭାରତୀୟ ନାଗରିକଙ୍କୁ ସ୍ଥାନାନ୍ତର କରିବା ପାଇଁ ଆରମ୍ଭ ହୋଇଥିବା ଅପରେସନ୍ ଗଙ୍ଗା ଅଧୀନରେ ଭାରତ ଆସନ୍ତା ତିନି ଦିନ ମଧ୍ୟରେ ୨୬ ରୁ ଅଧିକ ବିମାନ ଚଳାଚଳ କରୁଛି। ୟୁକ୍ରେନର ବିମାନ ମାର୍ଗ ବନ୍ଦ ହେତୁ ରୋମାନିଆ, ହଙ୍ଗେରୀ, ପୋଲାଣ୍ଡ ଏବଂ ସ୍ଲୋଭାକିଆ ରିପବ୍ଲିକର ବିମାନ ବନ୍ଦରଗୁଡିକ ଭାରତୀୟମାନଙ୍କୁ ଥଇଥାନ କରିବା ପାଇଁ ବ୍ୟବହୃତ ହେଉଛି। ଗତକାଲି ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲା ଗଣମାଧ୍ୟମକୁ କହିଛନ୍ତି ଯେ, ୟୁକ୍ରେନର ରାଜଧାନୀ କିବରେ କୌଣସି ଭାରତୀୟ ନାହାଁନ୍ତି।

ଋଷର ଆକ୍ରମଣ ବୈଦେଶିକ ମନ୍ତ୍ରୀ ଭାରତୀୟ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026
Latest News

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.