Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ନିର୍ବାଚନ ପୂର୍ବରୁ କମିଶନରେଟ ପୋଲିସର ସ୍ଵତନ୍ତ୍ର ଡ୍ରାଇଭ: ଖଟି ଉପରେ ଲାଗିଲା କଟକଣା
ଆଜିର ଖବର

ପୌର ନିର୍ବାଚନ ପୂର୍ବରୁ କମିଶନରେଟ ପୋଲିସର ସ୍ଵତନ୍ତ୍ର ଡ୍ରାଇଭ: ଖଟି ଉପରେ ଲାଗିଲା କଟକଣା

March 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୌର ନିର୍ବାଚନ ପୂର୍ବରୁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତି ଆରମ୍ଭ କରିଦେଇଛି। ସେଥିପାଇଁ କମିଶନରେଟ ପୋଲିସ ଏକ ସ୍ଵତନ୍ତ୍ର ଡ୍ରାଇଭ ଆରମ୍ଭ କରିଛି। କମିଶନରେଟ ପୋଲିସ ପକ୍ଷରୁ ଭୁବନେଶ୍ଵରରେ ଖଟି ଉପରେ କଟକଣା ଲଗାଯାଇଛି। ରାସ୍ତାକଡ କିମ୍ବା ସର୍ବସାଧାରଣ ସ୍ଥାନରେ ମଦ ପିଇବାକୁ ବାରଣ କରାଯାଇଛି।

ଏହି ପ୍ରରିପ୍ରେକ୍ଷୀରେ ମଦୁଆ ମାନଙ୍କୁ ସାବାଡ କରିବା ପାଇଁ ବିଭିନ୍ନ ଜାଗାରେ ଚଢାଉ କରାଯାଇଛି। ମଦ ପିଉଥିବା ୨୦୦ ଜଣ ବ୍ୟକ୍ତିଙ୍କୁ କମିଶନରେଟ ପୋଲିସ ଧରିବା ସହିତ ସେମାନଙ୍କ ଠାରୁ ଫାଇନ ଆଦାୟ କରିଛି। ପ୍ରତି ମଦୁଆଙ୍କ ଠାରୁ ୫୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରିଛି ପୋଲିସ। ସେହିଭଳି ଖଟି କରୁଥିବା ୯୨ ଜଣ ଲୋକଙ୍କୁ ଫାଇନ କରିବା ସହ ୧୨ ଟି ଖଟି ଗ୍ରୁପକୁ କମିଶନରେଟ ପୋଲିସ ଭାଙ୍ଗିଦେଇଛି।

କମିଶନରେଟ ପୋଲିସ ପୌର ନିର୍ବାଚନ ଲାଗିଲା କଟକଣା
Share. Facebook Twitter LinkedIn Email WhatsApp Copy Link

Related Posts

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026
Latest News

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.