Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ନିର୍ବାଚନରେ ଶହେ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ହେଲା ନାକଚ
ଆଜିର ଖବର

ପୌର ନିର୍ବାଚନରେ ଶହେ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ହେଲା ନାକଚ

March 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୌର ନିର୍ବାଚନରେ ମୋଟ ଶହେ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ହେଲା ନାକଚ

ଭୁବନେଶ୍ବର: ଓଡିଶା ପୌର ନିର୍ବାଚନ ପାଇଁ ହୋଇଥିବା ନାମାଙ୍କନ ପତ୍ର ଯାଞ୍ଚ ପକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ଶହେ ଜଣ ପ୍ରାର୍ଥୀଙ୍କର ନାମାଙ୍କନ ପତ୍ର ନାକଚ ହୋଇଛି। ବିଭିନ୍ନ କାରଣରୁ ଏହି ନାମାଙ୍କନ ପତ୍ରକୁ ନିର୍ବାଚନ କମିଶନର ନାକଚ କରିଛନ୍ତି। ସେମାନଙ୍କ ମଧ୍ୟରେ 22 ଜଣ ମେୟର ଏବଂ ଅଧ୍ୟକ୍ଷ ପ୍ରାର୍ଥୀ ରହିଛନ୍ତି। ସେହିପରି 78 ଜଣ କରପୋରେଟର ଓ କାଉନସିଲର ପ୍ରାର୍ଥୀଙ୍କ ନାମାଙ୍କନ ନାକଚ ହୋଇଛି।

ରାଜ୍ୟ ନିର୍ବାଚନ କମିଶନର କାର୍ଯ୍ୟାଳୟର ସୂଚନା ଅନୁସାରେ ବର୍ତ୍ତମାନ ମେୟର ଏବଂ ଅଧ୍ୟକ୍ଷ ପାଇଁ 671 ଜଣଙ୍କ ପ୍ରାର୍ଥୀପତ୍ର କାୟମ ରହିଛି। ସେହିପରି ମୋଟ 6381 ଜଣ କରର୍ପୋରେଟର ଏବଂ କାଉନସିଲର ପ୍ରାର୍ଥୀପତ୍ର କାୟମ ରହିଛି।

ଓଡିଶା ପୌର ନିର୍ବାଚନ ପୌର ନିର୍ବାଚନ ପ୍ରାର୍ଥୀପତ୍ର ଯାଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.