
ନୂଆଦିଲ୍ଲୀ: ଆଜି ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ ଆସନ ବିଶିଷ୍ଟ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ ଥିବା ବେଳେ କଂଗ୍ରେସ ଦ୍ଵିତୀୟ ସ୍ଥାନରେ ଅଛି।
ଉତ୍ତରାଖଣ୍ଡ ମୋଟ ଆସନ ୭୦/୬୫ (ଗଣତି):
ବିଜେପି- ୩୯
କଂଗ୍ରେସ- ୨୧
ଅନ୍ୟ- ୦୫