ଆଜି ରାଜ୍ୟରେ ଆଉ ୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 10, 2022, 10:28 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୮

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୬

ଗଞ୍ଜାମ ଜିଲ୍ଲାରୁ- ୭

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୧୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ନବରଙ୍ଗପୁର ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୯

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୩୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୫୦ ଏବଂ ବର୍ତ୍ତମାନ ୧ ହଜାର ୪୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts