ଆଜି ରାଜ୍ୟରେ ଆଉ ୧୦୪ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 11, 2022, 10:14 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୫

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୩

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୧୦

କୋରାପୁଟ ଇଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୬

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୪୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୨୮୫ ଏବଂ ବର୍ତ୍ତମାନ ୧ ହଜାର ୧୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts