Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ପଂଜାବର ଆପ୍ ନେତା, ଶପଥ ଗ୍ରହଣ ସ୍ଥାନକୁ ନେଇ ଚର୍ଚ୍ଚା
ଆଜିର ଖବର

ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ପଂଜାବର ଆପ୍ ନେତା, ଶପଥ ଗ୍ରହଣ ସ୍ଥାନକୁ ନେଇ ଚର୍ଚ୍ଚା

March 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ପଂଜାବର ଆପ୍ ନେତା, ଶପଥ ଗ୍ରହଣ ସ୍ଥାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (AAP) ନେତା ଭାଗୱାନ୍ତ ମନ୍ ଆଜି ପଞ୍ଜାବର ରାଜ୍ୟପାଳ ବନୱାରୀ ଲାଲ ପୁରୋହିତଙ୍କୁ ଭେଟିଛନ୍ତି। ଏହି ସାକ୍ଷାତରେ ସେ ପଞ୍ଜାବରେ ସରକାର ଗଠନ ପାଇଁ ଦାବି କରିଛନ୍ତି।

ଗତକାଲି ସନ୍ଧ୍ୟାରେ ଚଣ୍ଡିଗଡ଼ ନିକଟ ମୋହାଲି ଠାରେ ଅନୁଷ୍ଠିତ ଏକ ସଭାରେ 48 ବର୍ଷୀୟ ହାସ୍ୟ ଅଭିନେତାରୁ ରାଜନେତା ପାଲଟିଥିବା  ମନ୍ AAP ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି।

117 ସଦସ୍ୟ ପଞ୍ଜାବ ବିଧାନସଭାରେ AAP 92 ଟି ସିଟ୍ ଜିତିଛି। ଚଣ୍ଡିଗଡ଼ରେ ରାଜ ଭବନ ବାହାରେ ରାଜ୍ୟପାଳଙ୍କୁ ଭେଟିବା ପରେ ମନ୍ କହିଛନ୍ତି ଯେ ମାର୍ଚ୍ଚ 16 ତାରିଖ ଦିନ 12 ଟା 30 ମିନିଟରେ ଭଗତ୍ ସିଂଙ୍କ ଗାଁ ଖଟାକର କାଲାନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026
Latest News

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.