Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ମଧ୍ୟ ୧୦୦ ତଳେ ରହିଛି ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ମଧ୍ୟ ୧୦୦ ତଳେ ରହିଛି ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

March 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୬

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୯

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର- ୧

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୨

କୋରାପୁଟ ଇଲ୍ଲାରୁ- ୩

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୬

 

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୧୪

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୬୨୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୫୬୫ ଏବଂ ବର୍ତ୍ତମାନ ୮୯୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.