ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୦୫ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 17, 2022, 9:33 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୫  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୪

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୩

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୯

ଗଞ୍ଜାମ ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୨

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୮

କୋରାପୁଟ ଇଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୭

ନବରଙ୍ଗପୁର ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୩

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୬

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୮୫୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୯୩୪ ଏବଂ ବର୍ତ୍ତମାନ ୭୫୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts