Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ନିକଟରେ ସଡ଼କ ଦୁର୍ଘଟଣା, ଦୁଇ ଗୁରୁତର
ଆଜିର ଖବର

ବାଲୁଗାଁ ନିକଟରେ ସଡ଼କ ଦୁର୍ଘଟଣା, ଦୁଇ ଗୁରୁତର

March 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ଅନ୍ତର୍ଗତ ବ୍ରାହ୍ମଣକୋଷଡିହ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଏକାଧିକ ଆହତ ହୋଇଛନ୍ତି।

ଖବର ମୁତାବକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଏକ କୋରିଅର ପିକ ଭ୍ୟାନ ଯାଉଥିବା ବେଳେ ବ୍ରାହ୍ମଣକୋଷଡିହ ଛକରେ ଉକ୍ତ ଭ୍ୟାନଟିକୁ ପଛପଟୁ ଏକ ବୋଲେରୋଟି ଶକ୍ତ ଧକ୍କା ଦେଇଥିଲା। ବୋଲେରୋଟି ମଧ୍ୟ ସମାନ ଦିଗରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଫଳରେ ଉଭୟ ଗାଡ଼ି ଜାତୀୟ ରାଜପଥରେ ପଲଟି ଯାଇଥିଲା। ବୋଲେରୋ ମଧ୍ୟରେ ଛୋଟ ବଡ଼ ସମୁଦାୟ ୧୪ ଜଣ ବ୍ୟକ୍ତି ଥିବା ବେଳେ କୋରିଅର ଗାଡ଼ିରେ କେବଳ ଗାଡ଼ି ଚାଳକ ଉପସ୍ଥିତ ଥିଲେ।

ବର୍ତ୍ତମାନ ସମସ୍ତ ଆହତଙ୍କୁ ନିକଟସ୍ଥ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ବାଲୁଗାଁ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଦୁଇ ଗୁରୁତର ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026

କଟକ ଟ୍ରାଫିକ୍‌ ଭିଡ଼ ନେଇ ହାଇକୋର୍ଟଙ୍କ ଉଦ୍‌ବେଗ: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

August 14, 2026

ସହରାଞ୍ଚଳରେ ନୂଆ ଜାତୀୟ ରାଜପଥ ନୀତି: ୪ ଲେନ୍‌ର ବାଇପାସ୍‌ ଓ ରିଙ୍ଗ୍‌ରୋଡ୍‌କୁ ଗୁରୁତ୍ୱ

August 14, 2026
Latest News

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026

ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି: ବୀର ସାବରକର ମାମଲା ଖାରଜ

August 14, 2026

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

୨୦ ଟିଏମସି ବିଦ୍ରୋହୀଙ୍କ ପାଇଁ ବଢିବ ଚିନ୍ତା!: ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.