ରାଜ୍ୟରେ ଆଜି ୧୦୦ ତଳେ ରହିଛି ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 18, 2022, 11:07 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୬

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୮

ଗଞ୍ଜାମ ଜିଲ୍ଲାରୁ- ୧୧

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୧୦

ଖୋର୍ଦ୍ଧା ଜିଲ୍ଲାରୁ- ୩

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୯

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୩୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୧୫୩ ଏବଂ ବର୍ତ୍ତମାନ ୭୧୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts