Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହରେ ବାସ୍ତୁ ଦୋଷ ରହୁଛି କି? ଏହି ସରଳ ଉପାୟ ଦ୍ଵାରା ଦୂର କରନ୍ତୁ ସବୁ ସମସ୍ୟା
ଆଜିର ଖବର

ଗୃହରେ ବାସ୍ତୁ ଦୋଷ ରହୁଛି କି? ଏହି ସରଳ ଉପାୟ ଦ୍ଵାରା ଦୂର କରନ୍ତୁ ସବୁ ସମସ୍ୟା

March 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାସ୍ତୁଶାସ୍ତ୍ର: ବାସ୍ତୁଶାସ୍ତ୍ର ଅନୁସାରେ ବାସ୍ତୁ ଦୋଷ ରହୁଥିବା ଘରେ ସୁଖ ଶାନ୍ତି ଏବଂ ପରିବାରର ଉନ୍ନତିରେ ସମସ୍ୟା ଦେଖାଯାଏ। ବାସ୍ତୁ ଦୋଷ କାରଣରୁ କୌଣସି ବ୍ଯକ୍ତିର ଭାଗ୍ୟ ଉପରେ ଖରାପ ପ୍ରଭାବ ପଡିଥାଏ। ଏହାସହିତ ଘରର ଅନ୍ୟ ସଦସ୍ୟଙ୍କ ମଧ୍ୟରେ ଅନେକ ସମସ୍ୟା ଦେଖାଯାଏ।

ତେବେ ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଘରର ବାସ୍ତୁ ଦୋଷ ଦୂର କରିବା ପାଇଁ କର୍ପୂରକୁ ମହତ୍ବପୂର୍ଣ୍ଣ ଏବଂ ଫଳପ୍ରଦ ବୋଲି ବିଶ୍ବାସ କରାଯାଏ। କର୍ପୂରର ଏମିତି କିଛି ଉପାୟ ଅଛି, ଯେଉଁଥିରେ ବାସ୍ତୁ ଦୋଷ ଦୂର ହୋଇପାରିବ।

ବାସ୍ତୁ ଦୋଷ ଦୂର କରିବାର ଉପାୟ ଗୁଡିକ ହେଲା:

୧- ଘରର କୋଣରେ କିଛି କର୍ପୂର ରଖିଦିଅନ୍ତୁ, ତାହା ଆପେ ଆପେ ତରଳି ମିଶିଲା ପରେ ପୁନଶ୍ଚ ଆଉ କିଛି କର୍ପୂର ରଖିଦିଅନ୍ତୁ। ଏହା କରିବା ଦ୍ଵାରା ଘରର ବାସ୍ତୁ ଦୋଷ ଦୂର ହୋଇପାରିବ ନାହିଁ।

୨- ଗୃହରେ ସବୁବେଳେ ସକାଳେ ଏବଂ ସନ୍ଧ୍ୟା ସମୟରେ ଦେଶୀ ଘିଅରେ କର୍ପୂରକୁ ମିଶାଇ ଜଳାନ୍ତୁ। ଏଥିରେ ଘରର ସକାରାତ୍ମକ ଶକ୍ତି ସୃଷ୍ଟି ହେବ। ସାଥିରେ ଘରର ସୁଖ ଶାନ୍ତି ଜାରି ରହିବ।

୩- ରାତିରେ ରୋଷେଇ କାମ ସରିଲା ପରେ ସଫା ଥିବା ଏକ କଟୋରୀରେ ଲବଙ୍ଗ ଏବଂ କର୍ପୂର ଜଳାଇବା ଲାଭଦାୟକ ଅଟେ। ଏଥିରେ ଘରର ଧାନର ଭଣ୍ଡାର ସବୁବେଳେ ଭରି ରହିବ।

୪- ଅନେକ ଥର ବହୁ ପରିଶ୍ରମ କରିଲା ପରେ ସଫଳତା ମିଳିନଥାଏ। ଏଭଳି ସ୍ଥଳେ କଟୋରୀରେ ନିୟମିତ ଭାବେ ଲବଙ୍ଗ ଏବଂ କର୍ପୂର ଜଳାଇ ଘରର ସବୁଆଡେ ବୁଲାନ୍ତୁ। ଏଥିରେ ସବୁ ସମସ୍ୟା ଦୂର ହେବ ଏବଂ କାମ ହେବାରେ ଲାଗିବ।

୫- ଗାଧୋଇବା ପରେ ପାଣିରେ କର୍ପୂର ତେଲର କିଛି ବୁନ୍ଦା ଢାଳିଲେ ଶରୀରରରେ ଶକ୍ତି ଏବଂ ଫୁର୍ତ୍ତି ଅନୁଭୂତି ହେବ। ଏହାଦ୍ବାରା ଭାଗ୍ୟ ମଧ୍ୟ ଚମକିବ।

୬- ଗୃହରେ ସକାରତ୍ମକ ଶକ୍ତି ପାଇଁ ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ କର୍ପୂର ଜଳାଇ ଗୋଟିଏ କୋଣରେ ରଖନ୍ତୁ

୭- ଗୃହର ଅଗ୍ନି କୋଣ ତଥା ଦକ୍ଷିଣ-ପୂର୍ବ ଦିଗରେ ପ୍ରତିଦିନ କର୍ପୂର ଜଳାଇଲେ ପରିବାରର ଆର୍ଥିକ ସମୃଦ୍ଧି ହେବ।

ବାସ୍ତୁଶାସ୍ତ୍ର ସରଳ ଉପାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Latest News

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.