ରାଜ୍ୟରେ ଆଜି ୫୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 20, 2022, 9:38 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୨ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୮  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୧୧

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୧

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୩୫୭ ଏବଂ ବର୍ତ୍ତମାନ ୬୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts