Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ବକପ୍‌ ଅମ୍ପାୟାର ତାଲିକାରେ ଏସ୍‌ ରବି ଏକମାତ୍ର ଭାରତୀୟ
ଆଜିର ଖବର

ବିଶ୍ବକପ୍‌ ଅମ୍ପାୟାର ତାଲିକାରେ ଏସ୍‌ ରବି ଏକମାତ୍ର ଭାରତୀୟ

April 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶୁକ୍ରବାର ଆଇସିସି ପକ୍ଷରୁ ୨୨ ଜଣିଆ ଅମ୍ପାୟାର ଏବଂ ମ୍ୟାଚ୍‌ ରେଫରୀଙ୍କ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଏକମାତ୍ର ଭାରତୀୟ ଭାବରେ ଅମ୍ପାୟାର ଏସ୍‌ ରବି ସ୍ଥାନ ପାଇଛନ୍ତି। ଆସନ୍ତା ମେ ୩୦ରୁ ଆରମ୍ଭ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟ ପାଇଁ ୧୬ ଜଣ ଅମ୍ପାୟାର ନିଯୁକ୍ତ କରା ଯାଇଥିବା ବେଳେ ୬ ଜଣ ମ୍ୟାଚ୍‌ ରେଫରୀ ନିଯୁକ୍ତ କରାଯାଇଛି। ନିକଟରେ ନିଜର ଏକ ଖରାପ ନିଷ୍ପତ୍ତି ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲି ରବିଙ୍କୁ ସମାଲୋଚନା କରିଥିଲେ। ବେଙ୍ଗାଲୁରୁ ଏବଂ ମୁମ୍ବାଇ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଏକ ନୋ ବଲ୍‌ ଦେଖି ପାରିନଥିଲେ ରବି। ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୪୮ଟି ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ରେଫରୀଙ୍କ ମଧ୍ୟରେ ରଞ୍ଜନ ମୁଦୁଗଲେଙ୍କ ଏହା ଷଷ୍ଠ ବିଶ୍ବକପ୍‌ ହୋଇଥିବା ବେଳେ କ୍ରିସ୍‌ ବ୍ରଡ୍‌ ଏବଂ ମାର୍ଟିନ୍‌ କ୍ରୋଙ୍କ ଏହା ଚତୁର୍ଥ ବିଶ୍ବକପ୍‌। ସେହିପରି ଅମ୍ପାୟାରଙ୍କ ମଧ୍ୟରେ ଅଲିମ୍‌ ଦରଙ୍କ ଏହା ପଞ୍ଚମ ବିଶ୍ବକପ୍‌ ହୋଇଥିବା ବେଳେ ଇଆନ୍‌ ଗୁଲ୍ଡଙ୍କ ଏହା ଚତୁର୍ଥ ତଥା ଅନ୍ତିମ ବିଶ୍ବକପ୍‌ ହେବ।

list release thesamikhsya umpire worldcup
Share. Facebook Twitter LinkedIn Email WhatsApp Copy Link

Related Posts

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026
Latest News

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.