Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୫୮୧ ଆକ୍ରାନ୍ତ, କରୋନାରେ ମୃତ୍ୟୁ ସଂଖ୍ୟା ୩୩
ଆଜିର ଖବର

ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୫୮୧ ଆକ୍ରାନ୍ତ, କରୋନାରେ ମୃତ୍ୟୁ ସଂଖ୍ୟା ୩୩

March 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ମାରାତ୍ମକ କରୋନାଭାଇରସ୍ ମହାମାରୀର ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ହଜାର ୧ ହଜାର ୫୮୧ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ୧ ହଜାର ୫୪୯ ଟି କରୋନା ମାମଲା ପଞ୍ଜିକୃତ ହୋଇଥିଲା ଏବଂ ୩୧ ଜଣଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଦେଶରେ ୪ କୋଟି ୩୦ ଲକ୍ଷ ୧୦ ହଜାର ୯୭୧ ଟି କରୋନା ମାମଲା ରୁଜୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ ୨ ହଜାର ୭୪୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ ସକ୍ରିୟ ମାମଲା ସଂଖ୍ୟା ୨୩ ହଜାର ୯୧୩ କୁ ହ୍ରାସ ପାଇଛି। ଏଥି ସହିତ ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୧୬ ହଜାର ୫୪୩ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୭୦ ହଜାର ୫୧୫ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

କରୋନାଭାଇରସ୍ କରୋନାରେ ମୃତ୍ୟୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ
Share. Facebook Twitter LinkedIn Email WhatsApp Copy Link

Related Posts

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Latest News

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.