Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୭୭୮ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାରକୁ ହ୍ରାସ
ଆଜିର ଖବର

ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୭୭୮ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାରକୁ ହ୍ରାସ

March 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ମାରାତ୍ମକ କରୋନାଭାଇରସ୍ ମହାମାରୀର ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ହଜାର ୧ ହଜାର ୭୭୮ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୫୮୧ ଟି କରୋନା ମାମଲା ପଞ୍ଜିକୃତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଦେଶରେ ୪ କୋଟି ୩୦ ଲକ୍ଷ ୧୨ ହଜାର ୭୪୯ ଟି କରୋନା ମାମଲା ରୁଜୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ ୨ ହଜାର ୫୪୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ ସକ୍ରିୟ ମାମଲା ସଂଖ୍ୟା ୨୩ ହଜାର ୮୭ କୁ ହ୍ରାସ ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୭୩ ହଜାର ୫୭ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

କରୋନାଭାଇରସ୍ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026
Latest News

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.