ଆଜି ରାଜ୍ୟରେ ୫୦ ତଳେ ରହିଛି ସଂକ୍ରମଣ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 24, 2022, 10:30 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୮

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୩୨୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୬୭୭ ଏବଂ ବର୍ତ୍ତମାନ ୫୩୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts