Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ନିର୍ବାଚନ: ସକାଳ ୧୧ ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ
ଆଜିର ଖବର

ପୌର ନିର୍ବାଚନ: ସକାଳ ୧୧ ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ

March 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ସକାଳ ୮ ଟାରୁ ସାରା ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏହି ମତଦାନ ସନ୍ଧ୍ୟା ୫ ଟା ସୁଦ୍ଧା ଚାଲିବ। ତେବେ ସକାଳ ୧୧ ଟା ପର୍ଯ୍ୟନ୍ତ ୨୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ରହିଛି। ଏନେଇ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି। ଚଳିତ ପୌର ନିର୍ବାଚନରେ ପ୍ରଥମ ଥର ଲାଗି ଉଭୟ ମେୟର ଏବଂ ପୌରାଧ୍ୟକ୍ଷ ପାଇଁ ଜନସାଧାରଣମାନେ ପ୍ରତ୍ୟକ୍ଷ ଭାବେ ମତଦାନ ଦେବେ।

ଆଜି ମୋଟ ୪୭ ଟି ମ୍ୟୁନିସିପାଲିଟି, ୫୯ ଟି ଏନଏସି ଓ ୩ ମହାନଗର ନିଗମ ପାଇଁ ଭୋଟ ଗ୍ରହଣ ଚାଲିଛି। ଚଳିତ ନିର୍ବାଚନରେ ମୋଟ ୪୦ ଲକ୍ଷରୁ ଉର୍ଦ୍ଧ୍ଵ ମତଦାତା ସେମାନଙ୍କର ଅଧିକାର ସାବ୍ୟସ୍ତ କରିବେ। କଡା ସୁରକ୍ଷା ମଧ୍ୟରେ ସମଗ୍ର ରାଜ୍ୟରେ ଭୋଟ ଗ୍ରହଣ ଜାରି ରହିଛି। ସେଥିପାଇଁ ୧୯୫ ପ୍ଲାଟୁନ ଫୋର୍ସ ନିଯୋଜିତ ଅଛନ୍ତି।

ପୌର ନିର୍ବାଚନ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.