Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୌର ନିର୍ବାଚନରେ ମତାଧିକାର ସାବ୍ୟସ୍ତ କଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର
ଆଜିର ଖବର

ପୌର ନିର୍ବାଚନରେ ମତାଧିକାର ସାବ୍ୟସ୍ତ କଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

March 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୌର ଭୋଟରେ ସାମିଲ ହେଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

ଭୁବନେଶ୍ବର: ଆଜି ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ସେ ଏବଂ ତାଙ୍କର ଧର୍ମପତ୍ନୀ ୟୁନିଟ 1 ରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟର 416 ନମ୍ବର ବୁଥରେ ଭୋଟ ଦେଇଛନ୍ତି। ସେ ହେଉଛନ୍ତି ୱାର୍ଡ ନମ୍ବର 40ର ଭୋଟର।

ଉଭୟ ପତିପତ୍ନୀ ଭୋଟ ଦେଇ ଆସିବା ପରେ ସମସ୍ତଙ୍କୁ ଗଣତନ୍ତ୍ରର ଏହି ପର୍ବରେ ସାମିଲ ହେବା ପାଇଁ ଅନୁରୋଧ କରିଥିଲେ।

ଭୋଟ ଗ୍ରହଣ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026
Latest News

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.