ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୫ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 25, 2022, 11:13 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୪

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୬

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୩୩୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୭୫୦ ଏବଂ ବର୍ତ୍ତମାନ ୪୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts