Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତଙ୍କବାଦୀ ଆକ୍ରମଣର ଗୁଜବ ସୃଷ୍ଟି କରି ପୂର୍ବତନ ସେନା କର୍ମଚାରୀ ଗିରଫ
ଆଜିର ଖବର

ଆତଙ୍କବାଦୀ ଆକ୍ରମଣର ଗୁଜବ ସୃଷ୍ଟି କରି ପୂର୍ବତନ ସେନା କର୍ମଚାରୀ ଗିରଫ

April 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉପ କୂଳବର୍ତ୍ତୀ ୮ଟି ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ ନେଇ ଦିଆଯାଇଥିବା ସୂଚନା ଏକ ଗୁଜବ ବୋଲି ଜଣାପଡିଛି। କର୍ଣ୍ଣାଟକ ପୁଲିସକୁ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ତଥା ଜଣେ ଟ୍ରକ ଚାଳକ ସୁନ୍ଦର ମୂର୍ତ୍ତୀ ଏହି ସୂଚନା ଦେଇଥିଲେ। ଭାରତର ୮ଟି ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ ଘଟିବା ନେଇ ମୂର୍ତ୍ତୀ ସୂଚନା ଦେଇଥିଲେ। ପରେ ଏହି ସୂଚନା ଏକ ଗୁଜବ ବୋଲି ଜଣାପଡିବା ସହ ସମ୍ପୃକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଗିରଫ କରାଯାଇଛି। ସୁନ୍ଦର ମୂର୍ତ୍ତୀ କର୍ଣ୍ଣାଟକ ପୁଲିସ କଣ୍ଟ୍ରୋଲ ରୁମକୁ ଫୋନ କରି ଦେଶରର ୮ଟି ରାଜ୍ୟରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ସୂଚନା ଦେଇଥିଲେ। ଏଥିରେ ତାମିଲନାଡୁ, ମହାରାଷ୍ଟ୍ର, ତେଲେଙ୍ଗାନା, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, କେରଳ, ଗୋଆ, ପଣ୍ଡିଚେରୀ ସାମିଲ ରହିଛି। ତାମିଲନାଡୁରେ ୧୯ଜଣ ଆତଙ୍କବାଦୀ ଲୁଚି ରହିଥିବା ସୁନ୍ଦର କହିଥିଲା। ପରେ କର୍ଣ୍ଣାଟକ ଡିଜିପି ସମସ୍ତ ୭ଟି ରାଜ୍ୟକୁ ପତ୍ର ଲେଖି ଆଲର୍ଟ ଜାରି କରିଥିଲେ। ପୁଲିସ ଏହି ଘଟଣାର ତଦନ୍ତ କରି ମିଥ୍ୟା ଖବର ଦେଇଥିବା ଅଭିଯୋଗରେ ଅବସରପ୍ରାପ୍ତ ସୈନିକ ସୁନ୍ଦର ମୂର୍ତ୍ତିଙ୍କୁ ଗିରଫ କରିଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026
Latest News

ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ହେବ ୧୫,୦୦୦ କିଲୋମିଟର ବିଶ୍ୱସ୍ତରୀୟ ରାସ୍ତା, ପୂର୍ତ୍ତମନ୍ତ୍ରୀ

March 21, 2026

ରାଜ୍ୟ ବନ୍ୟପ୍ରାଣୀ ପରିଷଦର ସ୍ଥାୟୀ କମିଟି ବୈଠକ ଅନୁଷ୍ଠିତ

March 21, 2026

ଅଗ୍ନି ସୁରକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

March 21, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.