Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାସ୍ତୁଶାସ୍ତ୍ର ଟିପ୍ସ: ଘରେ କରନ୍ତୁ ଏହି ସହଜ ଉପାୟ, ମାତା ଲକ୍ଷ୍ମୀଙ୍କର କୃପା ପାଆନ୍ତୁ
ଆଜିର ଖବର

ବାସ୍ତୁଶାସ୍ତ୍ର ଟିପ୍ସ: ଘରେ କରନ୍ତୁ ଏହି ସହଜ ଉପାୟ, ମାତା ଲକ୍ଷ୍ମୀଙ୍କର କୃପା ପାଆନ୍ତୁ

March 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବାସ୍ତୁର କିଛି ଛୋଟ ଛୋଟ ଉପାୟ ଜରିଆରେ ଆମେ ଆମ ଜୀବନରେ ସୁଖ ସମୃଦ୍ଧି ପାଇପାରିବା। ବାସ୍ତୁ ଅନୁସାରେ ଏହି ଛୋଟ କଥା ତଥା ବ୍ୟବହାରିକ ପରିବର୍ତ୍ତନ ଯୋଗୁଁ ଘରେ ସୁଖ ସମୃଦ୍ଧି ବିରାଜିତ ହୋଇପାରିବ। ତେବେ ଆସନ୍ତୁ ଜାଣିବା ଦୈନନ୍ଦୀନ ଜୀବନରେ ବାସ୍ତୁର କେଉଁ କେଉଁ ସବୁ ଉପାୟକୁ ଅବଲମ୍ବନ କରିବା ଦ୍ବାରା ଆମେ ମାତା ଲକ୍ଷ୍ମୀଙ୍କର କୃପା ପାଇପାରିବା।

ଫଳ ଖାଇବା ବହୁତ ଭଲ କଥା। ତେବେ ଫଳ ଓ ପରିବାର ଚୋପାକୁ ଆମେ ସର୍ବଦା ଡଷ୍ଟବିନ୍‌ରେ ପକାଇଥାଉ। କିନ୍ତୁ ଯଦି ଆମେ ଏହି ଚୋପାକୁ ଡଷ୍ଟବିନ୍‌ରେ ନ ପକାଇ ଘର ବାହାରେ ଅଳିଆ ଏକାଠି ହେଉଥିବା ଜାଗାରେ ଏହି ଚୋପାକୁ ରଖିଲେ ଏହା ଦ୍ବାରା ଲାଭ ମିଳିଥାଏ। ଏହାଦ୍ବାରା ବାଣିଜ୍ୟ ତଥା ଚାକିରି ସମ୍ବନ୍ଧରେ ଶୁଭ ସୂଚନା ମିଳିଥାଏ।

ଶୁକ୍ଳ ପକ୍ଷ ଦିନ ବିଶେଷକରି ଗୁରୁବାର ବା ଶୁକ୍ରବାର ଦିନ ମିଶ୍ରିରେ କ୍ଷୀର ବନାଇବା ଉଚିତ୍‌। ଏବଂ ଏହି କ୍ଷୀରକୁ ଘରର ସମସ୍ତ ସଦସ୍ୟ ଏକାଠି ବସି ଖାଇବା ଦରକାର। ଏହି କ୍ଷୀରକୁ ସର୍ବପ୍ରଥମେ ଘରର ବୟୋଜ୍ୟେଷ୍ଠଙ୍କୁ ଦେବା ଉଚିତ୍‌। ଏପରି କରିବା ଦ୍ବାରା ମା’ଲକ୍ଷ୍ମୀଙ୍କର କୃପା ପ୍ରାପ୍ତ ହୋଇଥାଏ। ଘରେ ଥିବା ସମସ୍ତ ବାସ୍ତୁ ସମ୍ବନ୍ଧୀୟ ଦୋଷ ଦୂର ହୋଇଥାଏ।

ଯଦି ଆପଣ ବୃହସ୍ପତି ସମ୍ପର୍କିତ କିଛି ଉପାୟ କରିବାକୁ ଚାହୁଁଛନ୍ତି ,ତେବେ ବାସ୍ତୁ ହିସାବରେ ଗୁରୁବାର ଦିନ ହଳଦିଆ ବସ୍ତୁ ଅର୍ଥାତ୍‌ ଖାଦ୍ୟରେ ହଳଦୀ ଅଥବା ହଳଦିଆ ରଙ୍ଗର ବ୍ୟବହାର କରନ୍ତୁ। ସେହିପରି ସବୁଜ ରଙ୍ଗରୁ ଦୂରେଇ ରୁହନ୍ତୁ। ସେହିପରି ବୁଧବାର ଦିନ ସବୁଜ ରଙ୍ଗର ଖାଦ୍ୟ ପଦାର୍ଥ ଖାଇବା ସହ ହଳଦିଆ ରଙ୍ଗର ଖାଦ୍ୟ ବା ବସ୍ତୁଠାରୁ ଦୂରେଇ ରୁହନ୍ତୁ। ଏହା ଦ୍ବାରା ଘରେ ଶାନ୍ତି ରହିବ।

ସେହିପରି କେହି କେହି ଗାଧୋଇବା ପରେ ଓଦା ଟାଓ୍ବେଲ୍‌କୁ ରଖି ଦେବାର ଅଭ୍ୟାସ ଥଶଏ। ଏପରି କରିବା ଅନୁଚିତ୍‌। ଏପରି କରିବା ଦ୍ବାରା ଘରେ ମତଭେଦ ସୃଷ୍ଟି ହୋଇଥଏ। ଏଥିପାଇଁ ସର୍ବଦା ଓଦା ଟାଓ୍ବେଲ୍‌କୁ ଶୁଖାଇବା ଉଚିତ୍‌

କୃପା ପାଆନ୍ତୁ ବାସ୍ତୁଶାସ୍ତ୍ର ଟିପ୍ସ ମାତା ଲକ୍ଷ୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.