Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ବିଧାନସଭାରେ ମାରପିଟ, ଶୁଭେନ୍ଦୁ ଅଧୀକାରୀଙ୍କ ସମେତ ପାଞ୍ଚ ବିଜେପି ବିଧାୟକ ନିଲମ୍ବନ
ଆଜିର ଖବର

ପଶ୍ଚିମବଙ୍ଗ ବିଧାନସଭାରେ ମାରପିଟ, ଶୁଭେନ୍ଦୁ ଅଧୀକାରୀଙ୍କ ସମେତ ପାଞ୍ଚ ବିଜେପି ବିଧାୟକ ନିଲମ୍ବନ

March 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କଲିକତା: ପଶ୍ଚିମବଙ୍ଗରେ ବୀରଭୂମ ହିଂସାକୁ ନେଇ ହଟ୍ଟଗୋଳ ଜାରି ରହିଛି। ଆଜି ଏହି ପ୍ରସଙ୍ଗରେ ପଶ୍ଚିମବଙ୍ଗ ବିଧାନସଭାରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ବିଜେପି ବିଧାୟକମାନଙ୍କ ମଧ୍ୟରେ ମାରପିଟ ହୋଇଛି। ଏହା ପରେ ପାଞ୍ଚ ଜଣ ବିଜେପି ବିଧାୟକଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ବିଧାୟକଙ୍କ ମଧ୍ୟରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧୀକାରୀଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ଆଜି ବଙ୍ଗଳା ବିଧାନସଭାରେ ବଜେଟ୍ ଅଧିବେଶନର ଶେଷ ଦିନ ଥିଲା।

ବିଜେପି ଅଭିଯୋଗ କରିଛି ଯେ, ଯେତେବେଳେ ଦଳ ବୀରଭୂମ ପ୍ରସଙ୍ଗରେ ଆଲୋଚନା କରିବାକୁ ଦାବି କଲା, ସେତେବେଳେ ଟିଏମସି ବିଧାୟକମାନେ ଉତ୍ତ୍ୟକ୍ତ ହୋଇ ବିଜେପି ବିଧାୟକଙ୍କ ଉପରକୁ ଆକ୍ରମଣ କରିଥିଲେ। ଏହି ସମୟରେ ବିଜେପି ବିଧାୟକ ମନୋଜ ତିଗ୍ଗାଙ୍କୁ ଆକ୍ରମଣ କରିଥିଲେ। ଏହି ଉତ୍ତେଜନା ପରେ ବିଜେପି ବିଧାୟକମାନେ ବିଧାନସଭାରୁ ବାହାରି ଯାଇଥିଲେ। କୁହାଯାଉଛି ଯେ, ଟିଏମସିର ବିଧାୟକ ଅସିତ ମଜୁମଦାର ମଧ୍ୟ ଏହି ମାରପିଟରେ ଆଘାତ ପାଇଛନ୍ତି। ବିଧାନସଭାରୁ ବାହାରି ବିଜେପି ବିଧାୟକମାନେ ବିଧାନସଭା ବାହାରେ ମଧ୍ୟ ବିରୋଧ କରିଥିଲେ।

Absolute pandemonium in the West Bengal Assembly. After Bengal Governor, TMC MLAs now assault BJP MLAs, including Chief Whip Manoj Tigga, as they were demanding a discussion on the Rampurhat massacre on the floor of the house.

What is Mamata Banerjee trying to hide? pic.twitter.com/umyJhp0jnE

— Amit Malviya (@amitmalviya) March 28, 2022

ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧୀକାରୀ କହିଛନ୍ତି ଯେ, ଗୃହ ଭିତରେ ବିଜେପି ବିଧାୟକଙ୍କୁ ଆକ୍ରମଣ କରାଯାଇଥିଲା ଏବଂ ବିରୋଧ କରିବା ସମୟରେ ସୁରକ୍ଷା କର୍ମୀଙ୍କ ପୋଷାକ ମଧ୍ୟ ଚିରି ଦିଆଯାଇଥିଲା। ବିଧାନସଭାରେ କଳହର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏହି ଭିଡିଓକୁ ଟ୍ୱିଟରରେ ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲଭିଆ ପୋଷ୍ଟ କରିଛନ୍ତି।

ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗ ବିଧାନସଭା ବିଜେପି ବିଧାୟକ ବୀରଭୂମ ହିଂସା
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.