ଆଜି ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୭ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 29, 2022, 10:53 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୩

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ-

ସୁନ୍ଦରଗଡ ଜିଲ୍ଲାରୁ- ୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୫୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୯୭୦ ଏବଂ ବର୍ତ୍ତମାନ ୪୦୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts