ଆଜି ରାଜ୍ୟରେ ୧୧ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Mar 30, 2022, 10:49 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୭ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୪

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୪

ମୟୂରଭଞ୍ଜ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୬୦୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୩୫ ଏବଂ ବର୍ତ୍ତମାନ ୪୦୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts