Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଜ୍ଞାଙ୍କୁ ଟାର୍ଗେଟ୍‌ କରି ୟାସିନଙ୍କ ସପକ୍ଷରେ କହିଲେ ପିସି ଚାକୋ
ଆଜିର ଖବର

ପ୍ରଜ୍ଞାଙ୍କୁ ଟାର୍ଗେଟ୍‌ କରି ୟାସିନଙ୍କ ସପକ୍ଷରେ କହିଲେ ପିସି ଚାକୋ

April 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pc chako slams to pragya thakur , but supports to yasin mallick
pc chako slams to pragya thakur , but supports to yasin mallick

କଂଗ୍ରେସର ପ୍ରଭାରୀ ପିସି ଚାକୋ ଭୋପାଳରୁ ପ୍ରାର୍ଥୀ ହୋଇଥିବା ସାଧ୍ବୀ ପ୍ରଜ୍ଞା ସିଂହ ଠାକୁରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ସାଧ୍ବୀଙ୍କ ପରି ଅଭିଯୁକ୍ତଙ୍କୁ ନିର୍ବାଚନରେ ପ୍ରାର୍ଥୀ କରାଯାଇପାରିବ କିନ୍ତୁ ବିଚ୍ଛନ୍ନତାବାଦୀ ନେତା ନାଁରେ ୟାସିନ୍‌ ମଲିକଙ୍କୁ ବନ୍ଧୁକ ମୁନରେ ଆତ୍ମସମର୍ପଣ କରିବାକୁ ବାଧ୍ୟ କରାଯାଇଛି। ସାଧ୍ବୀ ପ୍ରଜ୍ଞାଙ୍କ ପ୍ରାଥ୍ବୀତ୍ବକୁ ନେଇ କଂଗ୍ରେସ ଦୀର୍ଘ ସମୟ ଧରି ବିଜେପିକୁ ଟାର୍ଗେଟ୍‌ କରି ଆସୁଛି। ପ୍ରଜ୍ଞା ଠାକୁର୍‌ ମାଲେଗାଓଁ ବମ୍‌ ବିସ୍ଫୋରଣ ଘଟଣାରେ ଅଭିଯୁକ୍ତ ହୋଇଥିଲେ। ତେବେ ପିସି ଚାକୋ କହିଛନ୍ତି ଯେ, ଆମେ ୟାସିନ୍‌ ମଲିକର ଚିନ୍ତାଧାରାର ସମର୍ଥନ କରୁନୁ, କିନ୍ତୁ ସେ ଯେଉଁପରି ସାହାସ ଦେଖାଇଛନ୍ତି, ତାହା ପ୍ରଶଂସାର ଯୋଗ୍ୟ। ପ୍ରଜ୍ଞା ସିଂ ଠାକୁର୍‌ କଂଗ୍ରେସର ଦିଗ୍‌ବିଜୟ ସିଂହଙ୍କ ବିରୁଦ୍ଧରେ ନିର୍ବାଚନ ଲଢୁଛନ୍ତି।

pcchako supports targets thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ମତ୍ସ୍ୟ ସମ୍ପଦ ଯୋଜନା

July 22, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ

July 22, 2026

ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

July 22, 2026

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026
Latest News

ଓଡ଼ିଶାରେ ମତ୍ସ୍ୟ ସମ୍ପଦ ଯୋଜନା

July 22, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ନିର୍ବାଚନ ଆୟୁକ୍ତ

July 22, 2026

ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

July 22, 2026

ଆଜି ଜୁଲାଇ ୨୨ ତାରିଖ ବୁଧବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2026

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.