Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟର ମାତ୍ର ୪ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ୩୦୦ ତଳକୁ ଖସିଲା ସଂକ୍ରମିତଙ୍କ ସଂଖ୍ୟା
ଆଜିର ଖବର

ଆଜି ରାଜ୍ୟର ମାତ୍ର ୪ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ, ୩୦୦ ତଳକୁ ଖସିଲା ସଂକ୍ରମିତଙ୍କ ସଂଖ୍ୟା

April 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୬ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ମାତ୍ର ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୪୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୨୭୦ ଏବଂ ବର୍ତ୍ତମାନ ୨୯୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସଂକ୍ରମିତଙ୍କ ସଂଖ୍ୟା ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026
Latest News

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.