Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RajyasabhaElection»ଅବସର ନେଉଥିବା ତିନି ବିଜେଡି ରାଜ୍ୟସଭା ସାଂସଦଙ୍କୁ ଦିଲ୍ଲୀରେ ସମ୍ବର୍ଦ୍ଧନା
RajyasabhaElection

ଅବସର ନେଉଥିବା ତିନି ବିଜେଡି ରାଜ୍ୟସଭା ସାଂସଦଙ୍କୁ ଦିଲ୍ଲୀରେ ସମ୍ବର୍ଦ୍ଧନା

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅବସର ନେଉଥିବା ତିନି ବିଜେଡି ରାଜ୍ୟସଭା ସାଂସଦଙ୍କୁ ଦିଲ୍ଲୀରେ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ: ଆଜି ରାଜ୍ୟସଭା ସଦସ୍ୟ ପଦରୁ ଅବସର ନେଉଥିବା ତିନିଜଣ ସାଂସଦଙ୍କୁ ବିଜେଡି ସାଂସଦଙ୍କ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଶାର ସମସ୍ତ ସାଂସଦ ଯୋଗ ଦେଇଥିଲେ। ଯେଉଁ ସାଂସଦଙ୍କୁ ସମ୍ବର୍ଦ୍ଧନା ଦିଆଗଲା ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ଭାସ୍କର ରାଓ ଏବଂ ତିନି ବର୍ଷ ପାଇଁ ଯାଇଥିବା ଡ ସସ୍ମିତ ପାତ୍ର।

ପୂର୍ବରୁ ଏହି ତିନିଜଣଙ୍କୁ ଗୃହରେ ପ୍ରଧାନମନ୍ତ୍ରୀ ସମେତ ରାଜ୍ୟସଭା ଅଧ୍ୟକ୍ଷ ଗୃହରେ ବିଦାୟ ଦେଇଥିଲେ। ଏଥିରେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ ଭେଙ୍କୟାନାଇଡୁ ସସ୍ମିତଙ୍କ କାର୍ଯ୍ୟକୁ ବେଶ୍ ପ୍ରଶଂସା କରିଥିଲେ। ତେବେ ଅନ୍ୟତମ ରାଜ୍ୟସଭା ସାଂସଦ ସୁବାଷ ସିଂ ଏ ପର୍ଯ୍ୟନ୍ତ ଇସ୍ତଫା ଦେଇ ନାହାଁନ୍ତି। ସେ କଟକ ମେୟର ଭାବେ ନିର୍ବାଚିତ ହୋଇଥିବାରୁ ଖୁବ ଶିଘ୍ର ସେ ମଧ୍ୟ ରାଜ୍ୟସଭାରୁ ଇସ୍ତଫା ଦେବେ।

ଡ ସସ୍ମିତ ପାତ୍ର ପ୍ରସନ୍ନ ଆଚାର୍ଯ୍ୟ ରାଜ୍ୟସଭା ସଦସ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.